ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆନ୍ଧ୍ରପ୍ରଦେଶର ଅନନ୍ତପୁରାମୁ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି


ପୀଡିତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ ରୁ ସହାୟତା ରାଶି ମଞ୍ଜୁର କରିଛନ୍ତି

प्रविष्टि तिथि: 07 FEB 2022 9:52AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଅନନ୍ତପୁରାମୁ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା  ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ୍‍) ରୁ ସହାୟତା ରାଶିକୁ ମଧ୍ୟ ପ୍ରଧାନମନ୍ତ୍ରୀ ଅନୁମୋଦନ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ଆନ୍ଧ୍ରପ୍ରଦେଶର ଅନନ୍ତପୁରାମୁ ଜିଲ୍ଲାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍ଏନ୍ଆରଏଫ୍ରୁ ୨ଲକ୍ଷ ଟଙ୍କା କରି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ

HS


(रिलीज़ आईडी: 1796064) आगंतुक पटल : 190
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam