ଭାରତର ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଆଜି (ଫେବୃଆରୀ ୮, ୨୦୨୨) ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଜାକିର ହୁସେନ୍ଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
HS