ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ମହାରାଜା ସୁରଜମଲଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

Posted On: 13 FEB 2022 3:02PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଜା ସୁରଜମଲଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମହାନ ଯୋଦ୍ଧା ତଥା ଲୋକମାନଙ୍କ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ମହାରାଜା ସୁରଜମଲ ଜୀଙ୍କୁ ତାଙ୍କ ଜୟନ୍ତୀୟରେ ମୋର ଶତ ଶତ ପ୍ରଣାମ

HS



(Release ID: 1798132) Visitor Counter : 181