ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୁଲୱାମା ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 14 FEB 2022 10:22AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ରେ ପୁଲୱାମାରେ ଶହୀଦ ହୋଇଥିବା ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଦେଶ ପାଇଁ ସେମାନଙ୍କର ଉଲ୍ଲେଖନୀୟ ସେବାକୁ ମନେ ପକାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

୨୦୧୯ ରେ ପୁଲୱାମା ଆକ୍ରମଣରେ ଶହୀଦ ହୋଇଥିବା ସମସ୍ତଙ୍କୁ ମୁଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ଏବଂ ଆମ ଦେଶ ପାଇଁ ସେମାନଙ୍କର ଉଲ୍ଲେଖନୀୟ ସେବାକୁ ମନେ ପକାଉଛି ସେମାନଙ୍କର ସାହସିକତା ଏବଂ ସର୍ବୋଚ୍ଚ ବଳିଦାନ ପ୍ରତ୍ୟେକ ଭାରତୀୟଙ୍କୁ ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଦେଶ ଗଠନ ଦିଗରେ କାର୍ଯ୍ୟ କରିବାକୁ ପ୍ରେରିତ କରିଥାଏ

HS


(ରିଲିଜ ଆଡି: 1798188) ପରିଦର୍ଶକ କାଉଣ୍ଟର : 277