ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର କୁଶୀନଗର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 17 FEB 2022 10:02AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର କୁଶୀନଗର ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାରେ ସ୍ଥାନୀୟ ପ୍ରଶାସନ ଜଡିତ ଅଛି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଉତ୍ତରପ୍ରଦେଶର କୁଶୀନଗରରେ ଘଟିଥିବା ଏହି ଦୁର୍ଘଟଣା ହୃଦୟ ବିଦାରକ ଅଟେ ଯେଉଁମାନେ ଏଥିରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି ଏଥିସହିତ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ସ୍ଥାନୀୟ ପ୍ରଶାସନ ଏଥିରେ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି

HS


(ରିଲିଜ ଆଡି: 1798969) ପରିଦର୍ଶକ କାଉଣ୍ଟର : 222