ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମିଜୋରାମର ଲୋକଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଅଭିନନ୍ଦନ ଜଣାଇଛନ୍ତି

प्रविष्टि तिथि: 20 FEB 2022 9:09AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଜୋରାମବାସୀଙ୍କୁ ସେମାନଙ୍କ ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ରାଜ୍ୟ ପ୍ରତିଷ୍ଠା ଦିବସରେ ମିଜୋରାମବାସୀଙ୍କୁ ଶୁଭେଚ୍ଛା । ସମୃଦ୍ଧ ମିଜୋ ସଂସ୍କୃତି ଏବଂ ଜାତୀୟ ପ୍ରଗତିରେ ମିଜୋରାମର ଅବଦାନ ପାଇଁ ଭାରତ ଅତ୍ୟଧିକ ଗର୍ବିତ । ମୁଁ ମିଜୋରାମର ଲୋକଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି ।”

HS


(रिलीज़ आईडी: 1799738) आगंतुक पटल : 184
इस विज्ञप्ति को इन भाषाओं में पढ़ें: Gujarati , English , Urdu , Marathi , हिन्दी , Manipuri , Assamese , Bengali , Punjabi , Tamil , Telugu , Kannada , Malayalam