ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ରାଜସ୍ଥାନର କୋଟା ଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ପାଇଁ ଦୁଃଖ ପ୍ରକାଶ କରିଛନ୍ତି


ପୀଡିତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 21 FEB 2022 9:52AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର କୋଟାଠାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନ୍ଆରଏଫ୍‍) ରୁ ସହାୟତା ରାଶିକୁ ମଧ୍ୟ ଅନୁମୋଦନ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ରାଜସ୍ଥାନର କୋଟାଠାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ ଯେଉଁମାନେ ଏଥିରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି ଭଗବାନ ସେମାନଙ୍କୁ ଏହି ଦୁଃଖ ସହ୍ୟ କରିବାକୁ ଶକ୍ତି ଦିଅନ୍ତୁ: ପ୍ରଧାନମନ୍ତ୍ରୀ

କୋଟାରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କା କରି ଦିଆଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ

HS


(ରିଲିଜ ଆଡି: 1800008) ପରିଦର୍ଶକ କାଉଣ୍ଟର : 210