ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ମହାରାଣୀ ଏଲିଜାବେଥଙ୍କର କୋଭିଡରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି
प्रविष्टि तिथि:
20 FEB 2022 11:15PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଣୀ ଏଲିଜାବେଥଙ୍କର କୋଭିଡରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଏବଂ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।
ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୁଁ ମହାରାଣୀ ଏଲିଜାବେଥଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ଏବଂ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ।”
HS
(रिलीज़ आईडी: 1800182)
आगंतुक पटल : 178
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam