ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ବୀର ସାଭରକରଙ୍କୁ ତାଙ୍କ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

Posted On: 26 FEB 2022 8:52AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ତ୍ୟାଗ ବଳିଦାନର ପୁରୁଷ ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକର ଜୀଙ୍କୁ ତାଙ୍କ ପୂଣ୍ୟ ତିଥି ଅବସରରେ ପ୍ରଣାମ ମାତୃଭୂମିର ସେବା ପାଇଁ ତାଙ୍କର ଉତ୍ସର୍ଗୀକୃତ ଜୀବନ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ

HS



(Release ID: 1801298) Visitor Counter : 138