ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି

Posted On: 25 FEB 2022 10:34PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତରେ ସେ ଦୁଃଖିତ ସେ ବହୁ ବର୍ଷ ଧରି ସାଧାରଣ ଜୀବନରେ ସକ୍ରିୟ ଥିଲେ ଏବଂ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ କରିଥିଲେ ଏହି ଦୁଃଖଦ ସମୟରେ ମୋର ସମବେଦନା ତାଙ୍କ ପରିବାର ଏବଂ ସମର୍ଥକଙ୍କ ସହ ଅଛି ଓମ ଶାନ୍ତି

HS



(Release ID: 1801300) Visitor Counter : 122