ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 25 FEB 2022 10:34PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତରେ ସେ ଦୁଃଖିତ । ସେ ବହୁ ବର୍ଷ ଧରି ସାଧାରଣ ଜୀବନରେ ସକ୍ରିୟ ଥିଲେ ଏବଂ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଏହି ଦୁଃଖଦ ସମୟରେ ମୋର ସମବେଦନା ତାଙ୍କ ପରିବାର ଏବଂ ସମର୍ଥକଙ୍କ ସହ ଅଛି । ଓମ ଶାନ୍ତି ।”

HS


(ରିଲିଜ ଆଡି: 1801300) ପରିଦର୍ଶକ କାଉଣ୍ଟର : 275