ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ସାଦିଆ ତାରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି
Posted On:
26 FEB 2022 9:02PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ବିଜୟୀ ସାଦିଆ ତାରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପ୍ରେ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ସାଦିଆ ତାରିକଙ୍କୁ ଅଭିନନ୍ଦନ । ତାଙ୍କର ଏହି ସଫଳତା ଅନେକ ଆଥଲେଟଙ୍କୁ ପ୍ରେରଣା ଯୋଗାଇବ । ଭବିଷ୍ୟତର ଉଦ୍ୟମ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଉଛି ।”
HS
(Release ID: 1801490)
Visitor Counter : 193
Read this release in:
English
,
Gujarati
,
Urdu
,
Hindi
,
Marathi
,
Bengali
,
Manipuri
,
Assamese
,
Punjabi
,
Tamil
,
Telugu
,
Kannada
,
Malayalam