ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ମୋରାରଜୀଭାଇ ଦେଶାଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 28 FEB 2022 9:09AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ମୋରାରଜୀଭାଇ ଦେଶାଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମୁଁ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ମୋରାରଜୀଭାଇ ଦେଶାଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ରାଷ୍ଟ୍ର ର୍ନିମାଣରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ସେ ସର୍ବତ୍ର ସମ୍ମାନିତ । ଭାରତକୁ ଅଧିକ ସମୃଦ୍ଧ କରିବା ପାଇଁ ସେ ବ୍ୟାପକ ଉଦ୍ୟମ କରିଥିଲେ । ସେ ସର୍ବଦା ସାଧାରଣ ଜୀବନରେ ସାଧୁତା ଉପରେ ଗୁରୁତ୍ୱାରୋପ କରୁଥିଲେ ।”

HS


(ରିଲିଜ ଆଡି: 1801748) ପରିଦର୍ଶକ କାଉଣ୍ଟର : 195