ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଦିମିର ପୁତିନଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
02 MAR 2022 10:27PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଦିମିର ପୁତିନଙ୍କ ସହିତ ଫୋନରେ କଥା ହୋଇଛନ୍ତି ।
ଦୁଇ ନେତା ୟୁକ୍ରେନରେ ବର୍ତ୍ତମାନର ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ, ବିଶେଷ କରି ଖାରକିଭ ସହରରେ ଫସି ରହିଥିବା ବହୁସଂଖ୍ୟକ ଭାରତୀୟ ଛାତ୍ରଛାତ୍ରୀଙ୍କ ସମ୍ପର୍କରେ କଥା ହୋଇଥିଲେ। ଯୁଦ୍ଧଗ୍ରସ୍ତ ଅଞ୍ଚଳରୁ ଭାରତୀୟ ନାଗରିକମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବାକୁ ସେମାନେ କଥା ହୋଇଥିଲେ ।
*****
P.S.
(ରିଲିଜ ଆଡି: 1802476)
ପରିଦର୍ଶକ କାଉଣ୍ଟର : 313
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam