ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଦିଲ୍ଲୀର ଗୋକୁଳପୁରୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
12 MAR 2022 6:14PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଗୋକୁଳପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦିଲ୍ଲୀର ଗୋକୁଳପୁରୀରେ ଘଟିଥିବା ଏହି ଦୁର୍ଘଟଣା ହୃଦୟବିଦାରକ ଅଟେ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି । ଭଗବାନ ସେମାନଙ୍କୁ ଏହି ଦୁଃଖକୂ ସହିବାକୁ ଶକ୍ତି ଦିଅନ୍ତୁ ।”
HS
(रिलीज़ आईडी: 1805566)
आगंतुक पटल : 242
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam