ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୋଭିଡ - ୧୯ ରୁ ଶୀଘ୍ର ଆରୋଗ୍ୟ ପାଇଁ ବାରାକ ଓବାମାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 14 MAR 2022 9:14AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ - ୧୯ ରୁ ଶୀଘ୍ର ଆରୋଗ୍ୟ ପାଇଁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି;

 କୋଭିଡ - ୧୯ ରୁ ଶୀଘ୍ର ଆରୋଗ୍ୟ ଏବଂ ପରିବାରର ଉତ୍ତମ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ବାରାକ ଓବାମାଙ୍କୁ  ମୋର ଶୁଭେଚ୍ଛା |

HS


(रिलीज़ आईडी: 1805690) आगंतुक पटल : 193
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam