ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶିଖ୍ ନୂଆ ବର୍ଷ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
14 MAR 2022 12:02PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିଖ୍ ନବ ବର୍ଷ ଆରମ୍ଭରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଶିଖ୍ ନୂତନ ବର୍ଷ ଆରମ୍ଭରେ ଶୁଭେଚ୍ଛା । ୱହେଗୁରୁ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରନ୍ତୁ । ଗୁରୁ ସାହେବଙ୍କ ଶିକ୍ଷା ଜଗତକୁ ତାଙ୍କର ଆଲୋକ ପ୍ରଦାନ କରୁ ।”
HS
(रिलीज़ आईडी: 1805755)
आगंतुक पटल : 227
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam