ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ଶ୍ରୀମତୀ କୁମୁଦବେନ ଯୋଶୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 15 MAR 2022 10:06AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ତଥା କେନ୍ଦ୍ର ମନ୍ତ୍ରୀ ଶ୍ରୀମତୀ କୁମୁଦବେନ ଯୋଶୀଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଗୁଜରାଟୀରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;

ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ତଥା କେନ୍ଦ୍ର ମନ୍ତ୍ରୀ କୁମୁଦବେନ ଯେ।।ଶୀଜରଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦାୟକ ମହିଳା ସଶକ୍ତିକରଣ ତଥା ଜନସେବା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ସମବେଦନା ଓମ୍ଶାନ୍ତି

HS


(रिलीज़ आईडी: 1806146) आगंतुक पटल : 208
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam