ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଶ୍ରୀ ଭଗବନ୍ତ ମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
16 MAR 2022 2:45PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭଗବନ୍ତ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭଗବନ୍ତ ମାନ୍ ଜୀଙ୍କୁ ଅଭିନନ୍ଦନ । ପଞ୍ଜାବର ଅଭିବୃଦ୍ଧି ତଥା ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମିଳିତ ଭାବେ କାର୍ଯ୍ୟ କରିବା ।”
HS
(ରିଲିଜ ଆଡି: 1806550)
ପରିଦର୍ଶକ କାଉଣ୍ଟର : 185
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam