ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଣିପୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ.ବିରେନ ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
21 MAR 2022 5:49PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏନ.ବିରେନ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମଣିପୁରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ବିରେନ ସିଂହ ଜୀଙ୍କୁ ଅଭିନନ୍ଦନ । ମୁଁ ନିଶ୍ଚିତ ଯେ ତାଙ୍କ ଦଳ ଏବଂ ସେ ମଣିପୁରକୁ ପ୍ରଗତିର ନୂତନ ଉଚ୍ଚତାକୁ ନେଇଯିବେ ଏବଂ ଗତ ପାଞ୍ଚ ବର୍ଷ ମଧ୍ୟରେ କରିଥିବା ଭଲ କାର୍ଯ୍ୟକୁ ଜାରି ରଖିବେ ।”
HS
(ରିଲିଜ ଆଡି: 1807950)
ପରିଦର୍ଶକ କାଉଣ୍ଟର : 193
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam