ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଯାତ୍ରୀବାହୀ ବିମାନ ଏମ୍‍ୟୁ୫୭୩୫ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 21 MAR 2022 7:33PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ଗୁଆଙ୍ଗସିରେ ୧୩୨ ଜଣଙ୍କୁ ନେଇ ଯାଉଥିବା ଯାତ୍ରୀବାହୀ ବିମାନ ଏମ୍‍ୟୁ୫୭୩୫ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଚୀନ୍‍ର ଗୁଆଙ୍ଗସିରେ ୧୩୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଏମ୍‍ୟୁ୫୭୩୫ ର ଦୁର୍ଘଟଣା ବିଷୟରେ ଜାଣିବା ପରେ ଆଶ୍ଚର୍ଯ୍ୟ ଚକିତ ଓ ଦୁଃଖିତ । ଆମର ଚିନ୍ତାଧାରା ଏବଂ ପ୍ରାର୍ଥନା ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ସହ ଅଛି ।”

HS


(Release ID: 1807951)