ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଦ୍ମ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
Posted On:
21 MAR 2022 10:00PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଦ୍ମ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ ଯାହା ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରଦାନ କରାଯାଇଥିଲା ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥିବା ସମାରୋହରେ ଯୋଗ ଦେଇଥିଲି । ସେମାନଙ୍କର ସଫଳତା ତଥା ସମାଜରେ ଅବଦାନ ପାଇଁ ଆମେ ଗର୍ବିତ ।”
HS
(Release ID: 1807952)
Visitor Counter : 208
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam