ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସହିଦ ଦିବସର ଅବସରରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
23 MAR 2022 9:19AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସହିଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଶହୀଦ ଦିବସରେ ଭାରତ ମାତାର ଅମର ସନ୍ତାନ ବୀର ଭଗତ ସିଂହ, ସୁଖଦେବ ଏବଂ ରାଜଗୁରୁଙ୍କୁ କୋଟି କୋଟି ପ୍ରଣାମ । ମାତୃଭୂମି ପାଇଁ ସେମାନଙ୍କର କାର୍ଯ୍ୟ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ । ଜୟ ହିନ୍ଦ!”
HS
(रिलीज़ आईडी: 1808944)
आगंतुक पटल : 182
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam