ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତର ପୂର୍ବତନ ପ୍ରଧାନ ବିଚାରପତି ଶ୍ରୀ ଆରସି ଲାହୋଟିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 24 MAR 2022 9:10AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପୂର୍ବତନ ପ୍ରଧାନ ବିଚାରପତି ଶ୍ରୀ ଆରସି ଲାହୋଟିଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଭାରତର ପୂର୍ବତନ ପ୍ରଧାନ ବିଚାରପତି ଶ୍ରୀ ଆରସି ଲାହୋଟି ଜୀଙ୍କର ଦେହାନ୍ତରେ ଦୁଃଖିତ । ନ୍ୟାୟପାଳିକାକୁ ତାଙ୍କର ଅବଦାନ ତଥା ବଞ୍ଚିତ ଲୋକଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେବାପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ । ତାଙ୍କ ପରିବାର ତଥା ଶୁଭେଚ୍ଛୁମାନଙ୍କୁ ସମବେଦନା । ଓମ ଶାନ୍ତି ।”

HS


(ରିଲିଜ ଆଡି: 1809135) ପରିଦର୍ଶକ କାଉଣ୍ଟର : 245