ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍କଳ ଦିବସ ଅବସରରେ ଓଡିଶାର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
01 APR 2022 11:05AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ ଦିବସ ଅବସରରେ ଓଡିଶାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ଓଡିଆ ସଂସ୍କୃତି ସର୍ବଭାରତୀୟ ସ୍ତରରେ ପ୍ରଶଂସିତ ଏବଂ ଓଡିଆ ଲୋକମାନେ ଭାରତର ପ୍ରଗତିରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଉତ୍କଳ ଦିବସର ଏହି ସ୍ୱତନ୍ତ୍ର ଉତ୍ସବ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଉଛି । ଭାରତର ପ୍ରଗତିରେ ଓଡିଆ ଲୋକମାନେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ଏବଂ ଓଡିଆ ସଂସ୍କୃତି ବିଶ୍ୱବ୍ୟାପୀ ପ୍ରଶଂସିତ ହୋଇଛି । ମୁଁ ଭବିଷ୍ୟତରେ ଓଡିଶାର ବିକାଶ ପାଇଁ ପ୍ରାର୍ଥନା କରୁଛି ।”
HS
(रिलीज़ आईडी: 1812396)
आगंतुक पटल : 162
इस विज्ञप्ति को इन भाषाओं में पढ़ें:
Telugu
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam