ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଚେତି ଚାନ୍ଦ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

Posted On: 02 APR 2022 8:52AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚେତି ଚାନ୍ଦରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ସମସ୍ତଙ୍କୁ ଚେତି ଚାନ୍ଦର ଶୁଭେଚ୍ଛା ଜଣାଇଛି

HS



(Release ID: 1812740) Visitor Counter : 157