ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହଙ୍ଗେରୀ ସଂସଦୀୟ ର୍ନିବାଚନରେ ବିଜୟୀ ହୋଇଥିବା ପ୍ରଧାନମନ୍ତ୍ରୀ ଭିକ୍ଟର ଅର୍ବାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
04 APR 2022 11:09AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହଙ୍ଗେରୀରେ ସଂସଦୀୟ ର୍ନିବାଚନରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଭିକ୍ଟର ଅର୍ବାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ହଙ୍ଗେରୀରେ ସଂସଦୀୟ ର୍ନିବାଚନରେ ତୁମର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଭିକ୍ଟର ଅର୍ବାନଙ୍କୁ ଅଭିନନ୍ଦନ । ଘନିଷ୍ଠ ତଥା ବନ୍ଧୁତ୍ୱପୂର୍ଣ୍ଣ ଭାରତ-ହଙ୍ଗେରୀ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଆପଣଙ୍କ ସହ କାର୍ଯ୍ୟ ଜାରି ରଖିବାକୁ ଅପେକ୍ଷା କରିଛୁ ।”
HS
(ରିଲିଜ ଆଡି: 1813095)
ପରିଦର୍ଶକ କାଉଣ୍ଟର : 162
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam