ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନେତାଜୀ ଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୂର୍ତ୍ତିକୁ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 05 APR 2022 2:40PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କଳାକାର ଅରୁଣ ଯୋଗୀରାଜଙ୍କଠାରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୂର୍ତ୍ତି ଗ୍ରହଣ କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି

ଆଜି ଯୋଗୀରାଜ ଅରଣଙ୍କୁ ଭେଟି ବହୁତ ଖୁସି ନେତାଜୀ ବୋଷଙ୍କ ଏହି ଅସାଧାରଣ ମୂର୍ତ୍ତି ପ୍ରଦାନ କରିଥିବାରୁ ତାଙ୍କୁ କୃତଜ୍ଞତା ଜଣାଉଛି

HS


(ରିଲିଜ ଆଡି: 1813744) ପରିଦର୍ଶକ କାଉଣ୍ଟର : 157