ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାମ ନବମୀ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
10 APR 2022 9:12AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାମ ନବମୀ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଏବଂ ସମୃଦ୍ଧତା କାମନା କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦେଶବାସୀଙ୍କୁ ରାମ ନବମୀର ବହୁତ ବହୁତ ଶୁଭେଚ୍ଛା । ପ୍ରଭୁ ଶ୍ରୀ ରାମଙ୍କ କୃପାରୁ ସମସ୍ତେ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧତା ପ୍ରାପ୍ତ କରନ୍ତୁ । ଜୟ ଶ୍ରୀ ରାମ!”
HS
(रिलीज़ आईडी: 1815480)
आगंतुक पटल : 190
इस विज्ञप्ति को इन भाषाओं में पढ़ें:
हिन्दी
,
English
,
Urdu
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam