ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 13 APR 2022 10:24AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କୁ ଭେଟି ଗ୍ରାମାଞ୍ଚଳର ବିକାଶ ସହ ଜନ ଶକ୍ତିଙ୍କ ସାମାଜିକ ପ୍ରଗତି ପାଇଁ ଆଲୋଚନା କରିଥିଲେ

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଗତକାଲି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କ ସହ ଏକ ଉତ୍ତମ ବୈଠକ ଥିଲା ଗ୍ରାମାଞ୍ଚଳର ବିକାଶ ସହ ଜନ ଶକ୍ତିଙ୍କ ସାମାଜିକ ପ୍ରଗତି ପାଇଁ ଆମେ ଆଲୋଚନା କରିଥିଲୁ

HS


(रिलीज़ आईडी: 1816349) आगंतुक पटल : 156
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam