ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ଏଲୁରୁରେ ଥିବା ଏକ ରସାୟନିକ ୟୁନିଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
14 APR 2022 1:08PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଏଲୁରୁରେ ଥିବା ଏକ ରସାୟନିକ ୟୁନିଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;
“ଆନ୍ଧ୍ରପ୍ରଦେଶର ଏଲୁରୁରେ ଥିବା ଏକ ରାସାୟନିକ ୟୁନିଟରେ ଦୁର୍ଘଟଣା ହେତୁ ପ୍ରାଣ ହରାଇବା ଲୋକଙ୍କ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।”
HS
(ରିଲିଜ ଆଡି: 1816781)
ପରିଦର୍ଶକ କାଉଣ୍ଟର : 167
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam