ପୋଷ୍ଟ କରାଯିବା ଦିନାଙ୍କ:
14 APR 2022 9:06AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ବାବାସାହେବ ଆମ୍ବେଦକରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଡକ୍ଟର ବାବାସାହେବ ଆମ୍ବେଦକରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ସେ ଭାରତର ପ୍ରଗତିରେ ଅବିସ୍ମରଣୀୟ ଅବଦାନ ରଖିଛନ୍ତି । ଆଜିର ଦିନଟି ହେଉଛି ଆମ ଦେଶ ପାଇଁ ତାଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଦିନ । “
HS