ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 15 APR 2022 10:16PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କୁ ଭେଟିଛନ୍ତି । ଗ୍ରାମଗୁଡିକରେ ଜୀବନଶୈଳୀ ଏବଂ ଭିତ୍ତିଭୂମିରେ ଉନ୍ନତି ଆଣିବା ପାଇଁ ସେମାନଙ୍କ ମତାମତକୁ ସେ ପ୍ରଶଂସା କରିଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

“ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କ ସହ ଏକ ସୁନ୍ଦର ବୈଠକ ହୋଇଥିଲା । ଗ୍ରାମଗୁଡିକରେ ଜୀବନଶୈଳୀ ତଥା ଭିତ୍ତିଭୂମିରେ ଉନ୍ନତି ଆଣିବା ପାଇଁ ସେମାନଙ୍କର ଅନ୍ତର୍ନିହିତ ମତ ରହିଥିଲା ।”

HS


(रिलीज़ आईडी: 1817264) आगंतुक पटल : 187
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam