ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶେଖର ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
17 APR 2022 8:47AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶେଖର ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଚନ୍ଦ୍ର ଶେଖର ଜୀ ଜଣେ ଉଚ୍ଚକୋଟୀର ବ୍ୟକ୍ତିତ୍ୱ ଯିଏ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ପ୍ରତିବଦ୍ଧ ତଥା ଦାରିଦ୍ର୍ୟ ଦୂରୀକରଣ ପାଇଁ ପ୍ରୟାସ କରିଥିଲେ ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଚନ୍ଦ୍ର ଶେଖର ଜୀ ଜଣେ ଉଚ୍ଚକୋଟୀର ବ୍ୟକ୍ତିତ୍ୱ ଥିଲେ, ଯିଏ ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ଦାରିଦ୍ର୍ୟ ଦୂରୀକରଣ ପାଇଁ ଉଦ୍ୟମ କରିଥିବାରୁ ତାଙ୍କୁ ପ୍ରଶଂସା କରାଯାଇଥିଲା । ସେ ସର୍ବଦା ଦଳିତ ତଥା ବଞ୍ଚିତ ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରିଥିଲେ । ତାଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ।”
HS
(रिलीज़ आईडी: 1817492)
आगंतुक पटल : 190
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam