ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆସାମର ବିଶ୍ୱନାଥ ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
17 APR 2022 12:48PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମର ବିଶ୍ୱନାଥ ଜିଲ୍ଲାରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;
“ଆସାମର ବିଶ୍ୱନାଥ ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ମୁଁ ଦୁଃଖିତ । ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା । ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
HS
(रिलीज़ आईडी: 1817575)
आगंतुक पटल : 184
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam