ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଇଟାଲୀ ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଘିଙ୍କର କୋଭିଡ-୧୯ରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 20 APR 2022 7:30PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଟାଲୀର ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଘିଙ୍କର କୋଭିଡ-୧୯ ରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମୁଁ ମୋର ପ୍ରିୟ ବନ୍ଧୁ ଇଟାଲୀର ପ୍ରଧାନମନ୍ତ୍ରୀ ମାରିଓ ଡଘିଙ୍କର କୋଭିଡ-୧୯ ରୁ ଶୀଘ୍ର ଆରୋଗ୍ୟ କାମନା କରୁଛି @Palazzo_Chigi"

HS


(रिलीज़ आईडी: 1818884) आगंतुक पटल : 180
इस विज्ञप्ति को इन भाषाओं में पढ़ें: English , Urdu , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam