ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡୁର ଥାଞ୍ଜାଭୁରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପୀଡିତଙ୍କ ପାଇଁ ପିଏମଏନ୍ଆରଏଫ୍ ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 27 APR 2022 9:51AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର ଥାଞ୍ଜାଭୁରରେ ହୋଇଥିବା ଏହି ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ତାମିଲନାଡୁର ଥାଞ୍ଜାଭୁରରେ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

ଏକାଧିକ ଟୁଇଟ୍ ଉପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ତାମିଲନାଡୁର ଥାଞ୍ଜାଭୁରରେ ଘଟିଥିବା ଦୁର୍ଘଟଣାରେ ଗଭୀର ଦୁଃଖ ଅନୁଭବ କରିଛି ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହ ମୋର ଚିନ୍ତାଧାରା ଅଛି ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ: ପ୍ରଧାନମନ୍ତ୍ରୀ


ତାମିଲନାଡୁର ଥାଞ୍ଜାଭୁରରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନ୍ଆରଏଫ୍ରୁ ଲକ୍ଷ ଟଙ୍କା ଦିଆଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ

HP


(ରିଲିଜ ଆଡି: 1820396) ପରିଦର୍ଶକ କାଉଣ୍ଟର : 192