ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନୂଆଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ବାସଭବନରେ ବିହୁ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
23 APR 2022 11:03PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ବାସଭବନରେ ବିହୁ ଉତ୍ସବରେ ଯୋଗ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ମୋର ମନ୍ତ୍ରୀ ତଥା ସହକର୍ମୀ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ବାସଭବନରେ ବିହୁ ଉତ୍ସବରେ ଯୋଗ ଦେଇଥିଲି । ଆସାମର ପ୍ରସିଦ୍ଧ ସଂସ୍କୃତି ପାଇଁ ଭାରତ ଗର୍ବିତ ।”
HP
(ରିଲିଜ ଆଡି: 1820399)
ପରିଦର୍ଶକ କାଉଣ୍ଟର : 147
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam