ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆସନ୍ତାକାଲି କୋଭିଡ-୧୯ ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
Posted On:
26 APR 2022 8:43PM by PIB Bhubaneshwar
ଆସନ୍ତାକାଲି, ଏପ୍ରିଲ ୨୭, ମଧ୍ୟାହ୍ନ ୧୨ ଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ଆସନ୍ତାକାଲି, ୨୭ ଏପ୍ରିଲ ମଧ୍ୟାହ୍ନ ୧୨ ଟାରେ, ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କଥାବାର୍ତ୍ତା ହୋଇ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିବେ ।”
HS
(Release ID: 1820401)
Visitor Counter : 179
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam