ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଇଦ୍-ଉଲ୍-ଫିତର ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
02 MAY 2022 9:25PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍-ଉଲ୍-ଫିତରର ଶୁଭ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
“ଇଦ୍-ଉଲ୍-ଫିତରରେ ଶୁଭେଚ୍ଛା । ଏହି ଶୁଭ ଉତ୍ସବ ଆମ ସମାଜରେ ଏକତା ଏବଂ ଭାଇଚାରାର ଆବେଗକୁ ବଢାଇବ । ସମସ୍ତେ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ପ୍ରାପ୍ତ କରନ୍ତୁ ।”
HS
(ରିଲିଜ ଆଡି: 1822185)
ପରିଦର୍ଶକ କାଉଣ୍ଟର : 198
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam