ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପର୍ଶୁରାମ ଜୟନ୍ତୀ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
03 MAY 2022 9:36AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପର୍ଶୁରାମ ଜୟନ୍ତୀ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ପର୍ଶୁରାମ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ । ଦୟା ଏବଂ କରୁଣା ସହିତ ଭଗବାନ ପର୍ଶୁରାମ ତାଙ୍କର ବୀରତ୍ୱ ଏବଂ ପରାକ୍ରମ ପାଇଁ ପୂଜନୀୟ ଅଟନ୍ତି ।”
HS
(रिलीज़ आईडी: 1822317)
आगंतुक पटल : 173
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam