ପୋଷ୍ଟ କରାଯିବା ଦିନାଙ୍କ:
07 MAY 2022 10:36AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମଥୁରା ଠାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଉତ୍ତରପ୍ରଦେଶର ମଥୁରାରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ମୋର ଗଭୀର ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ”
HS