ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରପ୍ରଦେଶର ମଥୁରାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
07 MAY 2022 10:36AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମଥୁରା ଠାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଉତ୍ତରପ୍ରଦେଶର ମଥୁରାରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ମୋର ଗଭୀର ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ”
HS
(रिलीज़ आईडी: 1823497)
आगंतुक पटल : 209
इस विज्ञप्ति को इन भाषाओं में पढ़ें:
Malayalam
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada