ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
07 MAY 2022 1:55PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା ମଧ୍ୟ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରି କରିଛି:
“ମଧ୍ୟପ୍ରଦେଶର ଇନ୍ଦୋରରେ ଘଟିଥିବା ଅଗ୍ନିକାଣ୍ଡ ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି । ସମସ୍ତ ଆହତଙ୍କ ଶୀଘ୍ର ଅ।ରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
HS
(रिलीज़ आईडी: 1823516)
आगंतुक पटल : 189
इस विज्ञप्ति को इन भाषाओं में पढ़ें:
Gujarati
,
Kannada
,
Malayalam
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Tamil
,
Telugu