ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଣା ପ୍ରତାପଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 09 MAY 2022 8:54AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରଣା ପ୍ରତାପଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ତାଙ୍କ ଜନ୍ମ ବାର୍ଷିକୀରେ ବୀରତ୍ୱ ଏବଂ ପରାକ୍ରମର ପ୍ରତିମୂର୍ତ୍ତି ମହାରଣା ପ୍ରତାପଙ୍କୁ ପ୍ରଣାମ ତାଙ୍କର ସାହସ ଏବଂ ସଂଗ୍ରାମର କଥା ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ

HS


(रिलीज़ आईडी: 1823838) आगंतुक पटल : 198
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam