ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଦକ୍ଷିଣ କୋରିଆ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ ଅବସରରେ ୟୁନ ସୁକ-ୟୋଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

Posted On: 10 MAY 2022 12:22PM by PIB Bhubaneshwar

ଆଜି ଦକ୍ଷିଣ କୋରିଆ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ୟୁନ ସୁକ-ୟୋଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଦକ୍ଷିଣ କୋରିଆ ରାଷ୍ଟ୍ରପତି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଥିବା @sukyeol__yoonଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ତାଙ୍କୁ ଶୀଘ୍ର ଭେଟିବା ସହ ଭାରତ-ଦକ୍ଷିଣ କୋରିଆ ସମ୍ପର୍କକୁ ଆହୁରି ମଜବୁତ ଓ ସମୃଦ୍ଧ କରିବା ପାଇଁ ଆଗ୍ରହୀ ।

 

SR



(Release ID: 1824321) Visitor Counter : 123