ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ପଦକ ପ୍ରଦାନ ସମାରୋହରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
10 MAY 2022 10:23PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ପଦକ ପ୍ରଦାନ ସମାରୋହରେ ଯୋଗ ଦେଇଥିଲେ । ଏହି ସମାରୋହରେ ବୀରତା ପୁରସ୍କାର ଏବଂ ବିଶିଷ୍ଟ ସେବା ପଦକ ପ୍ରଦାନ କରାଯାଇଥିଲା ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବୀରତା ପୁରସ୍କାର ଏବଂ ବିଶିଷ୍ଟ ସେବା ପଦକ ପ୍ରଦାନ କରାଯାଇଥିବା ସମାରୋହରେ ଯୋଗ ଦେଇଥିଲି ।”
HS
(ରିଲିଜ ଆଡି: 1824322)
ପରିଦର୍ଶକ କାଉଣ୍ଟର : 136
ଏହି ରିଲିଜ ପଢନ୍ତୁ :
Marathi
,
English
,
Urdu
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam