ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ୟୁଏଇର ନୂତନ ରାଷ୍ଟ୍ରପତି ଭାବରେ ର୍ନିବାଚିତ ହୋଇଥିବାରୁ ମାନ୍ୟବର ଶେଖ ମହମ୍ମଦ ବିନ୍‍ ଜାଏଦ ଅଲ୍‍ ନାହ୍ୟାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 14 MAY 2022 8:19PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆବୁଧାବିର ଶାସକ ମାନ୍ୟବର ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହ୍ୟାନଙ୍କୁ ୟୁଏଇର ନୂତନ ରାଷ୍ଟ୍ରପତି ଭାବରେ ର୍ନିବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ୟୁଏଇର ନୂତନ ରାଷ୍ଟ୍ରପତି ଭାବରେ ର୍ନିବାଚିତ ହୋଇଥିବାରୁ ଆବୁଧାବିର ଶାସକ ମାନ୍ୟବର ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହ୍ୟାନଙ୍କୁ ମୋର ଶୁଭେଚ୍ଛା । ମୋର ବିଶ୍ୱାସ ଅଛି ଯେ ତାଙ୍କର ବହୁମୁଖୀ ଓ ଦୂରଦୃଷ୍ଟି ନେତୃତ୍ୱ ଆମର ରଣନୀତିକ ସହଭାଗିତାକୁ ଗଭୀର କରିବା ଜାରି ରଖିବ ।”

HS


(रिलीज़ आईडी: 1825446) आगंतुक पटल : 167
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam