ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିକ୍କିମବାସୀଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 16 MAY 2022 9:13AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକ୍କିମବାସୀଙ୍କୁ ସେମାନଙ୍କ ରାଜ୍ୟ ଦିବସରେ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମୋର ସିକ୍କିମର ଭଉଣୀ ଏବଂ ଭାଇମାନଙ୍କୁ ରାଜ୍ୟ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ସିକ୍କିମର ଲୋକମାନେ ବିଭିନ୍ନ କ୍ଷେତ୍ରରେ ନିଜକୁ ସ୍ୱତନ୍ତ୍ର କରିଛନ୍ତି ଏବଂ ଜାତୀୟ ପ୍ରଗତିରେ ସମୃଦ୍ଧ ଅବଦାନ ରଖିଛନ୍ତି ରାଜ୍ୟବାସୀ ସୁଖ ଉତ୍ତମ ସ୍ୱାସ୍ଥ୍ୟ ପ୍ରାପ୍ତ ହୁଅନ୍ତୁ

HS


(रिलीज़ आईडी: 1825715) आगंतुक पटल : 178
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam