ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
21 MAY 2022 9:16AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।”
HS
(ରିଲିଜ ଆଡି: 1827140)
ପରିଦର୍ଶକ କାଉଣ୍ଟର : 178
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Gujarati
,
Tamil
,
Telugu
,
Kannada
,
Malayalam